ଆବଶ୍ୟକ ସାମଗ୍ରୀ: ବାଦାମ, ଏଗ୍ ହ୍ୱାଇଟ୍, ଭୃସଙ୍ଗ ପତ୍ର, ଲୁଣ, ଚିନି, ଲଙ୍କା ଗୁଣ୍ଡ ଓ ବଟର୍।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ମାଇକ୍ରୋୱେଭ୍ରେ ଭୃସଙ୍ଗ ପତ୍ରକୁ କମ୍ ତାପମାତ୍ରାରେ ଡ୍ରାଏ କରି ଦିଅନ୍ତୁ। ଏହା ଶୁଖିଗଲା ପରେ ଏହାକୁ ଗୁଣ୍ଡ କରି ଏକ ପାତ୍ରରେ ରଖନ୍ତୁ। ଏବେ ଏଥିରେ ଲୁଣ, ଚିନି, ଲଙ୍କା ଗୁଣ୍ଡ ପକାଇ ଭଲ ଭାବେ ମିଶାନ୍ତୁ। ବର୍ତ୍ତମାନ ଏହି ମିଶ୍ରଣରେ ଏଗ୍ ହ୍ୱାଇଟ୍ ପକାଇ ଭଲ ଭାବେ ମିଶାନ୍ତୁ। ଏବେ ଏହି ମିଶ୍ରଣରେ ବାଦାମ ଗୋଳାନ୍ତୁ। ଏହି କୋଟେଡ୍ ବାଦାମକୁ ରୋଷ୍ଟିଙ୍ଗ ଟ୍ରେରେ ଭଲ ଭାବେ ବଟର ମାରି ଚାରି ଆଡ଼କୁ ଖେଳାଇ ରଖି ଓଭାନ୍ରେ୧୦ ମିନିଟ୍ ବେକ୍ କରନ୍ତୁ। ୧୦ ମିନିଟ୍ଏ ପରେ ଏହାକୁ ଓଭନରୁ କାଢ଼ି ଆଣନ୍ବେତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା 'ସ୍ୱିଟ୍ ଚିଲି ବାଦାମ'। ବର୍ଷା ପାଗରେ ଗରମ ଗରମ ଚା’ ସହିତ ଏହାର ମଜା ନିଅନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...