ଆବଶ୍ୟକ ସାମଗ୍ରୀ:
- ବୋନ୍ଲେସ୍ ଚିକେନ୍
- ଚାଉଳ ବଟା
- ପିଆଜ ବଟା
- ଅଦା-ରସୁଣ ବଟା
- ଲଙ୍କା ଗୁଣ୍ଡ
- ହଳଦୀ ଗୁଣ୍ଡ
- ଲୁଣ
- ତେଲ
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ବୋନ୍ଲେସ୍ ଚିକେନ୍କୁ ଭଲଭାବେ ଧୋଇ ତାକୁ କିମା ଭଳି କାଟି ଏକ ପାତ୍ରରେ ରଖନ୍ତୁ। ଏହାପରେ ସେଥିରେ ଅଳ୍ପ ଚାଉଳ ବଟା, ପିଆଜ ବଟା, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ଓ ତେଲ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହାକୁ କିଛି ସମୟ ସେଇଭଳି ରଖିଦିଅନ୍ତୁ ରଖିଦିଅନ୍ତୁ।
କିଛି ସମୟ ପରେ ଏକ ତାୱାରେ ତେଲ ଗରମ କରି ସେଥିରେ ମାରିନେଟ୍ ହୋଇ ରହିଥିବା ଚିକେନ୍କୁ ପିଠା ଭଳି ପକାନ୍ତୁ। ସିଝିବା ପାଇଁ ଏହାକୁ ଘୋଡ଼ାଇ ଦିଅନ୍ତୁ। ତେବେ ଦୁଇ ତିନି ଚାରି ଥର ତାକୁ ଲେଉଟାନ୍ତୁ। ଚିକେନ୍ ସିଝିଗଲେ ତାୱାକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ‘ତାୱା ସେକା ଚିକେନ୍’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...