ଆବଶ୍ୟକ ସାମଗ୍ରୀ: ଗହମ ବଟା, ଚିନି, କ୍ଷୀର, ଗୁଜୁରାତି, କାଜୁ, ଗୁଆ ଘିଅ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କ୍ଷୀରକୁ ଭଲ ଭାବେ ଫୁଟାଇ ଦିଅନ୍ତୁ। ତା’ପରେ ଗହମ ବଟା ପକାଇ ଆଉଥରେ ଭଲକରି ଫୁଟାନ୍ତୁ। ଏହି ମିଶ୍ରଣ ଯେପରି ତଳେ ନ ଲାଗିବା ସେଥିପାଇଁ ବାରମ୍ବାର ଘାଣ୍ଟନ୍ତୁ।
ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ ଫୁଟିଗଲା ପରେ ସେଥିରେ ଚିନି, ଗୁଜୁରାତି ଓ କାଜୁ ପକାଇ ଗୋଳାନ୍ତୁ। ବର୍ତ୍ତମାନ ଏକ ଥାଳିରେ ଗୁଆଘିଅ ମାରି ରଖନ୍ତୁ। ଏବେ ଏଥିରେ କଡ଼େଇରେ ଫୁଟୁଥିବା ମିଶ୍ରଣକୁ ଢାଳିଦିଅନ୍ତୁ। ଥଣ୍ଡା ହୋଇଯିବା ପରେ ଏହାକୁ ପନ୍ଦର କୋଡିଏ ମିନିଟ୍ ଫ୍ରିଜରେ ରଖି ଦିଅନ୍ତୁ। ଏହା ପରେ ମନପସନ୍ଦର ଆକାରରେ କାଟି ପରଷି ଦିଅନ୍ତୁ ସୁଆଦିଆ ‘ଗହମ ବର୍ଫି’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...