ନିଦ ଭଲ ନ ହେଲେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ହୋଇଥାଏ। ଦେହ ଭଲ ନ ରହିବା ସହ ମାନ୍ଦା ମାନ୍ଦା ଲାଗିଥାଏ। ତେବେ ଭଲ ନିଦ ନ ହେଲେ ଯୌନ କ୍ଷମତା ହ୍ରାସ ପାଇଥାଏ ବୋଲି ଜଣାପଡିଛି। ଯେଉଁମାନେ ଆବଶ୍ୟକଠାରୁ କମ ଶୋଇଥାନ୍ତି ସେମାନଙ୍କ କ୍ଷେତ୍ରରେ ସନ୍ତାନ ନ ହେବାର ମଧ୍ୟ ଆଶଂକା ରହିଛି। ବିଶେଷ କରି ମହିଳାଙ୍କ ତୁଳନାରେ ପୁରୁଷମାନଙ୍କ କ୍ଷେତ୍ରରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳିଥାଏ।
ଡାକ୍ତରଙ୍କ କହିବା କଥା ନିଦ୍ରା ପୁରୁଷଙ୍କ ପ୍ରଜନନ କ୍ଷମତା ଉପରେ ପ୍ରଭାବ ପକାଇଥାଏ। ଏକ ଅଧ୍ୟୟନରୁ ଜଣାପଡିଛି ଯେ ପୁରୁଷ ହରମନ ‘ଟେଷ୍ଟୋଷ୍ଟେରୋନ୍’ କେବଳ ଶୋଇଲା ବେଳେ ହିଁ ଉତ୍ପନ ହୋଇଥାଏ। ଯାହାଦ୍ୱାର ଜଣେ ବ୍ୟକ୍ତି ପ୍ରଜନନ କ୍ଷମତା ଲଭ କରିଥାଏ। ବିଶେଷ କରି ୬ଘଣ୍ଟାରୁ କମ ଶୋଉଥିବା ଲୋକଙ୍କ କ୍ଷେତ୍ରରେ ଶରୀରରୁ ଶୁକ୍ରାଣୁ ଗଠନ କରିବା କ୍ଷମତାରେ କମି ଯାଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...