ଘରେ ପ୍ରସ୍ତୁତ କରନ୍ତୁ ଖାଣ୍ଟି ଓଡ଼ିଆ ଖାଦ୍ୟ “ଖଟାମିଠା ନଡ଼ିଆ ଗୋଟମା”

ଆବଶ୍ୟକ ସାମଗ୍ରୀ: କୋରା ନଡ଼ିଆ, ଅରୁଆ ଚାଉଳ ବଟା, ଗୁଜୁରାତି ଗୁଣ୍ଡ, ପଞ୍ଚଫୁଟଣ, ତେଜପତ୍ର, ଶୁଖିଲା ଲଙ୍କା, ତେନ୍ତୁଳି ରସ, ଗୁଡ଼, କଞ୍ଚାଲଙ୍କା ଛେଚା, ଅଦା ଛେଚା, କାଜୁ, କିସ୍‌ମିସ୍, ରିଫାଇନ୍ ତେଲ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ନଡ଼ିଆକୁ କୋରିବେ ଆଉ ଅରୁଆ ଚାଉଳକୁ ବାଟି ରଖିବେ। ତାପରେ ନଡ଼ିଆ କୋରାରେ ଅରୁଆ ଚାଉଳ ବଟା, ଗୁଜୁରାତି ଗୁଣ୍ଡ ପକେଇ ଭଲଭାବେ ଗୋଳାଇ ଦେବେ । ଏହା ଭଲଭାବେ ଗୋଳେଇ ହୋଇଯିବା ପରେ ଗୋଲ […]

coconut

coconut

Premananda Dash
  • Published: Tuesday, 15 January 2019
  • Updated: 15 January 2019, 12:47 PM IST

ଆବଶ୍ୟକ ସାମଗ୍ରୀ: କୋରା ନଡ଼ିଆ, ଅରୁଆ ଚାଉଳ ବଟା, ଗୁଜୁରାତି ଗୁଣ୍ଡ, ପଞ୍ଚଫୁଟଣ, ତେଜପତ୍ର, ଶୁଖିଲା ଲଙ୍କା, ତେନ୍ତୁଳି ରସ, ଗୁଡ଼, କଞ୍ଚାଲଙ୍କା ଛେଚା, ଅଦା ଛେଚା, କାଜୁ, କିସ୍‌ମିସ୍, ରିଫାଇନ୍ ତେଲ ଓ ଲୁଣ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ନଡ଼ିଆକୁ କୋରିବେ ଆଉ ଅରୁଆ ଚାଉଳକୁ ବାଟି ରଖିବେ। ତାପରେ ନଡ଼ିଆ କୋରାରେ ଅରୁଆ ଚାଉଳ ବଟା, ଗୁଜୁରାତି ଗୁଣ୍ଡ ପକେଇ ଭଲଭାବେ ଗୋଳାଇ ଦେବେ । ଏହା ଭଲଭାବେ ଗୋଳେଇ ହୋଇଯିବା ପରେ ଗୋଲ ଗୋଲ ଛୋଟ ଛୋଟ ଗୁଳା କରି ରଖନ୍ତୁ। ଏହାପରେ ଚୁଲିରେ କଡ଼େଇ ବସେଇ ତେଲ ପକାନ୍ତୁ। ତେଲ ଗରମ ହୋଇଯିବା ପରେ ପଞ୍ଚଫୁଟଣ, ତେଜପତ୍ର, ଶୁଖିଲା ଲଙ୍କା ପକେଇ ଛୁଙ୍କ ପ୍ରସ୍ତୁତ କରନ୍ତୁ। ତାପରେ ସେଥିରେ ତେନ୍ତୁଳି ରସ ଓ ଅଳ୍ପ ପାଣି ଦେଇ ଦୁଇ ମିନିଟ୍ ଫୁଟାନ୍ତୁ।

ତେନ୍ତୁଳି ରସ ଫୁଟିବା ପରେ ଗୁଡ଼ ମିଶେଇ ପାଗ ପ୍ରସ୍ତୁତ କରନ୍ତୁ। ସେଇ ପାଗରେ କଞ୍ଚାଲଙ୍କା ଛେଚା, ଅଦା ଛେଚା ଓ ସ୍ୱାଦ ଅନୁସାରେ ଲୁଣ ପକେଇ ଗୋଳାଇ ଦିଅନ୍ତୁ। ତାପରେ ପୂର୍ବରୁ ପ୍ରସ୍ତୁତ ହୋଇଥିବା ଗୋଲ ଗୋଲ ନଡ଼ିଆ କୋରାକୁ ପକେଇ ୨ ମିନିଟ୍ ଫୁଟାନ୍ତୁ। ଶେଷରେ ଭଜା କାଜୁ ଓ ଖିସମିସ୍ ପକେଇ ଚୁଲିରୁ ଓହ୍ଲେଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଖଟାମିଠା ନଡ଼ିଆ ଗୋଟମା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story