Advertisment

ହୃଦ୍‌ରୋଗରୁ ରକ୍ଷା କରିଥାଏ ସୂର୍ଯ୍ୟ କିରଣ

ଭୁବନେଶ୍ୱର: ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁଁ ହୃଦ୍‌ ଜନିତ ରୋଗ ବୃଦ୍ଧି ପାଇବାରେ ଲାଗିଛି। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଏପରି ସମସ୍ୟାରୁ ରକ୍ଷା ପାଇବା ପାଇଁ ନୂଆ ପଦ୍ଧତି ବାହାର କରିଛନ୍ତି ଗବେଷକମାନେ। ଗବେଷଣାରୁ ଜଣାପଡ଼ିଛି ସକାଳର ସୂର୍ଯ୍ୟକିରଣ ସେବନ କରୁଥିବା ମହିଳାମାନଙ୍କ କ୍ଷେତ୍ରରେ ହୃଦ୍‌ରୋଗ କମ୍‌ ଦେଖାଦେଇଥାଏ। ଏହି ମହିଳାମାନେ ଅନ୍ୟମାନଙ୍କ ତୁଳନାରେ ସୁସ୍ଥ ରହିଥାନ୍ତି। ଏହି ଗବେଷଣାରେ ସାମିଲ ମହିଳାଙ୍କ ଉପରେ ୨୦ ବର୍ଷ ଧରି ନଜର ରଖାଯାଇଥିଲା। ତେବେ […]

ଅଦ୍ୟତନ ହୋଇଛି
ହୃଦ୍‌ରୋଗରୁ ରକ୍ଷା କରିଥାଏ ସୂର୍ଯ୍ୟ କିରଣ

heart-care

Advertisment

ଭୁବନେଶ୍ୱର: ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁଁ ହୃଦ୍‌ ଜନିତ ରୋଗ ବୃଦ୍ଧି ପାଇବାରେ ଲାଗିଛି। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଏପରି ସମସ୍ୟାରୁ ରକ୍ଷା ପାଇବା ପାଇଁ ନୂଆ ପଦ୍ଧତି ବାହାର କରିଛନ୍ତି ଗବେଷକମାନେ। ଗବେଷଣାରୁ ଜଣାପଡ଼ିଛି ସକାଳର ସୂର୍ଯ୍ୟକିରଣ ସେବନ କରୁଥିବା ମହିଳାମାନଙ୍କ କ୍ଷେତ୍ରରେ ହୃଦ୍‌ରୋଗ କମ୍‌ ଦେଖାଦେଇଥାଏ। ଏହି ମହିଳାମାନେ ଅନ୍ୟମାନଙ୍କ ତୁଳନାରେ ସୁସ୍ଥ ରହିଥାନ୍ତି।

Advertisment

ଏହି ଗବେଷଣାରେ ସାମିଲ ମହିଳାଙ୍କ ଉପରେ ୨୦ ବର୍ଷ ଧରି ନଜର ରଖାଯାଇଥିଲା। ତେବେ ଗବେଷକମାନେ ଆହୁରି କହିଛନ୍ତି, ଅଧିକ ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସୁଥିବା ମହିଳାଙ୍କୁ ତ୍ୱଚା କ୍ୟାନସର ହେବାରେ ସମ୍ଭାବନା ରହିଥିଏ। ତେଣୁ ଅଧିକ ଖରାରେ ରହିବା ଶରୀର ପ୍ରତି କ୍ଷତିକାରକ ହୋଇଥାଏ।

ଏକ ସର୍ଭେ ଅନୁସାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ ରହୁଥିବା ଲୋକଙ୍କଠାରେ ଅଧିକ ହୃଦ୍‌ ଜିନତ ସମସ୍ୟା ଦେଖା ଦେଇଥାଏ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe