ଚଳିତ ମାସ ୧୦ ତାରିଖରୁ ମହାଦେବ ଶିବଙ୍କ ପ୍ରିୟ ମାସ ଶ୍ରାବଣ ମାସ ଆରମ୍ଭ ହେଉଛି। ଏଥର ଶ୍ରାବଣ ମାସ ଶିବ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ହେବ। କାରଣ ଏଥର ଶ୍ରାବଣ ମାସରେ ପାଞ୍ଚୋଟି ସୋମବାର ପଡୁଛି। ଏହି ପବିତ୍ର ମାସର ଆରମ୍ଭ ସୋମବାର ଦିନ ହେବ ଏବଂ ସୋମବାର ଦିନ ହିଁ (ଅଗଷ୍ଟ ୭)ଶେଷ ହେବ। ଦୀର୍ଘ ଦିନ ପରେ ପଡ଼ିଛି ଏମିତି ସଂଯୋଗ।
ଏଥର ଶ୍ରାବଣ ମାସର ତିନିଟି ସୋମବାରରେ ସର୍ବାର୍ଥ ସିଦ୍ଧି ଯୋଗ ପଡୁଛି। ପ୍ରଥମ ସୋମବାର ସିଦ୍ଧି ଯୋଗରେ ଆରମ୍ଭ ହେବ ଓ ଶେଷ ସୋମବାର ସର୍ବାର୍ଥ ସିଦ୍ଧି ଯୋଗରେ ଶେଷ ହେବ। ଏହି ପବିତ୍ର ଦିନରେ କୌଣସି ପୂଜା, ହୋମ-ଯଜ୍ଞର ମହତ୍ତ୍ୱ ଅଧିକ ରହିଥାଏ ବୋଲି ବିଶ୍ୱାସ ରହିଛି।
ଶ୍ରାବଣ ମାସର ପ୍ରତ୍ୟେକ ସୋମବାର ଦିନ ଭଗବାନ ଶିବଙ୍କୁ ପୂଜା କରିବା ଦ୍ୱାରା ବିଶେଷ ଫଳପ୍ରାପ୍ତି ହୋଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...