ତ୍ୱଚା ପାଇଁ ଉପକାରୀ ଅଟା

ଆମ ରୋଷେଇ ଘରଗୁଡ଼ିକରେ ରହୁଥିବା ବିଭିନ୍ନ ସାମଗ୍ରୀଗୁଡ଼ିକୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବି ବ୍ୟବହାର କରାଯାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ଅଟା। ଏହା ତ୍ୱଚାକୁ ଉଜ୍ଜ୍ୱଳ କରିବାରେ ତଥା ଏହାର ଚମକ ବଢ଼ାଇବାରେ ବେଶ୍ ସାହାଯ୍ୟ କରିଥାଏ। ତା’ହେଲେ ଆସନ୍ତୁ ଜଣିବା ଅଟାକୁ ବ୍ୟବହାର କରି କେମିତି ଫେସ୍‌ ପ୍ୟାକ୍ ତିଆରି କରିପାରିବେ। ତା’ ସହିତ ସ୍କିନ୍ ଅନୁଯାୟୀ କେମିତି ଅଟାକୁ ବ୍ୟବହାର କରି ଫେସ୍ ପ୍ୟାକ୍ ପ୍ରସ୍ତୁତ କରି ହେବ, ସେ ବିଷୟରେ ବି ଜାଣି […]

Wheatflour

Wheatflour

Biswobandita Swain
  • Published: Wednesday, 01 April 2020
  • Updated: 01 April 2020, 11:41 AM IST

Sports

Latest News

ଆମ ରୋଷେଇ ଘରଗୁଡ଼ିକରେ ରହୁଥିବା ବିଭିନ୍ନ ସାମଗ୍ରୀଗୁଡ଼ିକୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବି ବ୍ୟବହାର କରାଯାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ଅଟା। ଏହା ତ୍ୱଚାକୁ ଉଜ୍ଜ୍ୱଳ କରିବାରେ ତଥା ଏହାର ଚମକ ବଢ଼ାଇବାରେ ବେଶ୍ ସାହାଯ୍ୟ କରିଥାଏ। ତା’ହେଲେ ଆସନ୍ତୁ ଜଣିବା ଅଟାକୁ ବ୍ୟବହାର କରି କେମିତି ଫେସ୍‌ ପ୍ୟାକ୍ ତିଆରି କରିପାରିବେ। ତା’ ସହିତ ସ୍କିନ୍ ଅନୁଯାୟୀ କେମିତି ଅଟାକୁ ବ୍ୟବହାର କରି ଫେସ୍ ପ୍ୟାକ୍ ପ୍ରସ୍ତୁତ କରି ହେବ, ସେ ବିଷୟରେ ବି ଜାଣି ନିଅନ୍ତୁ।

୧- ଯଦି ଆପଣଙ୍କ ତ୍ୱଚା ତେଲିଆ, ତା’ହେଲେ ଅଟା ସହିତ କ୍ଷୀର ମିଶାଇ ଫେସ୍ ପ୍ୟାକ୍ ପ୍ରସ୍ତୁତ କରନ୍ତୁ। ଦୁଇ ଚାମଚ (ଖାଇବା ପାଇଁ ବ୍ୟବହ୍ୟତ ଚାମଚ) ଅଟାରେ ଦୁଇ ଚାମଚ କ୍ଷୀର ମିଶାନ୍ତୁ। ଏହାକୁ ମୁହଁ ସହିତ ବେକରେ ମଧ୍ୟ ଲଗାନ୍ତୁ ଓ ୧୫ ମିନିଟ୍ ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। ତା’ପରେ ଥଣ୍ଡା ପାଣିରେ ମୁହଁକୁ ଧୋଇ ଦିଅନ୍ତୁ।  ଦେଖିବା ତ୍ୱଚାରୁ ତେଲିଆ ଅଂଶ ଦୂର ହୋଇଯିବ।

୨- ଯଦି ଆପଣଙ୍କ ତ୍ୱଚା କ୍ଳାନ୍ତ ହୋଇଯାଇଛି, ତା’ହେଲେ ତାକୁ ଫ୍ରେଶ୍ କରି ପୂର୍ବ ଚମକ ଫେରାଇ ଆଣିବା ପାଇଁ ଅଟା, ଗୋଲାପ ଜଳ ଓ କ୍ଷୀରକୁ ମିଶାଇ ପେଷ୍ଟ ତିଆରି କରନ୍ତୁ। ଏହାକୁ ମୁହଁରେ ଓ ବେକରେ ଲଗାନ୍ତୁ। ପରେ ଏହାକୁ ଥଣ୍ଡା ପାଣିରେ ସଫା କରି ଦିଅନ୍ତୁ। ଦେଖିବେ ତ୍ୱଚା ପୁଣି ସତେଜ ହୋଇଯିବ।

୩- ସେହିଭଳି ୨ ଚାମଚ ଅଟା, ୨ ଚାମଚ ଦହି ଓ ଏକ ଚାମଚ ମହୁକୁ ମିଶାଇ ଫେସ୍‌ ପ୍ୟାକ୍ ପ୍ରସ୍ତୁତ କରନ୍ତୁ। ଏହାକୁ ଏହାକୁ ମୁହଁ ଓ ବେକରେ ଲଗାନ୍ତୁ। ୨୦ ମିନିଟ୍ ପରେ ଏହାକୁ ଧୋଇ ଦିଅନ୍ତୁ। ଏହା ତ୍ୱଚାକୁ ହାଇଡ୍ରେଟ୍‌ କରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story