ଆଜି ଗହ୍ମା ପୂର୍ଣ୍ଣିମା ବା ରାକ୍ଷୀ ପୂର୍ଣ୍ଣିମା। ଆଜି ଚନ୍ଦ୍ର ଗ୍ରହଣ ମଧ୍ୟ ପଡ଼ିଛି। ଭାରତର ବିଭିନ୍ନ ଅଂଶ ସହ ଓଡ଼ିଶାରେ ଏହା ଦୃଶ୍ୟମାନ ହେବ। ରାତି ୧୦ଟା ୫୧ରେ ଗ୍ରହଣ ସ୍ପର୍ଶ ଆରମ୍ଭ ହେବ। ରାତି ୧୧ଟା ୫୩ ପର୍ଯନ୍ତ ଏହା ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖାଯିବ। ରାତି ୧୨ଟା ୪୮ ସମୟରେ ସର୍ବମୋକ୍ଷ ହେବ। ଏଥିପାଇଁ ଦିନ ୧ଘଣ୍ଟା ୫୨ ମିନିଟରୁ ଦେବନୀତି ବନ୍ଦ ସହ, ହାଣ୍ଡି ଛାଡ଼ ନୀତି କରାଯିବ। ଏହି ସମୟ ପରେ ଅନ୍ନ ଭୋଜନ, ରୋଷେଇ ଓ ଦେବ ନୀତିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଥାଏ।
ମେଷ, ବୃଷ, କର୍କଟ, କନ୍ୟା, ବିଛା, ଧନୁ , ମକର , ମୀନ ରାଶିର ଲୋକ ଗ୍ରହଣ ଦର୍ଶନ କରିପାରିବେ। ଅନ୍ୟ ରାଶିର ଲୋକଙ୍କ ପାଇଁ ଗ୍ରହଣ ଦର୍ଶନ ନିଷିଦ୍ଧ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...