ଘରେ ପ୍ରସ୍ତୁତ କରନ୍ତୁ କ୍ରିମି ଚିକେନ

କ୍ରିମି ଚିକେନକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।

creamy chicken

କ୍ରିମି ଚିକେନ

Tapaswini Nayak
  • Published: Wednesday, 28 February 2024
  • Updated: 28 February 2024, 09:20 AM IST

Sports

Latest News

ଆବଶ୍ୟକ ସାମଗ୍ରୀ: ଚିକେନ, ବସାଦହି, ଲଙ୍କାଗୁଣ୍ଡ, ରିଫାଇନ୍‌ ତେଲ, ପିଆଜ ବଟା, ଅଦା ରସୁଣ ବଟା, ଟମାଟୋ ପ୍ୟୁରି, ଧନିଆ ପାଉଡର, ଜୀରା ପାଉଡ଼ର, ଗରମ ମସଲା, ଲୁଣ, କ୍ଷୀର, କ୍ରିମ୍‌, ଚାଟ ମସଲା ଓ ଗୋଟା କଞ୍ଚାଲଙ୍କା

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନରେ ବସାଦହି, ଲଙ୍କାଗୁଣ୍ଡ ଓ ଲୁଣ ପକାଇ ଭଲ ଭାବେ ମ୍ୟାରିନେଟ କରନ୍ତୁ। କରେଇରେ ତେଲ ଗରମ କରି ମ୍ୟାରିନେଟ ଚିକେନ୍‌କୁ ଭାଜି ରଖନ୍ତୁ। ପୁଣି କରେଇରେ ତେଲ ଗରମ କରି ପିଆଜ ବଟା, ଅଦା ରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ।

Also Read

ମସଲା ଅଳ୍ପ କଷି ହେବା ପରେ ଟମାଟୋ ପ୍ୟୁରି, ଧନିଆ ପାଉଡର, ଜୀରା ପାଉଡ଼ର, ଗରମ ମସଲା, ଲୁଣ ଓ କ୍ଷୀର ପକାଇ ଭଲ ଭାବେ ଗୋଳାନ୍ତୁ। ମସଲା ଭଲ ଭାବେ କଷି ହେବା ପରେ ପାଣି ଓ ଭାଜି ରଖିଥିବା ଚିକେନକୁ ପକାଇ ଗୋଳାଇ ଦିଅନ୍ତୁ। ଏହାପରେ ଚିକେନରେ କ୍ରିମ୍‌, ଚାଟ ମସାଲା ଓ ଗୋଟା କଞ୍ଚାଲଙ୍କା  ପକାଇ ଗୋଳାଇ ଦିଅନ୍ତୁ  ଓ ଏହାକୁ ୫ ମିନିଟ୍‌ ଘୋଡ଼ାଇ ରଖନ୍ତୁ।

ଏବେ ପ୍ରସ୍ତୁତ ହୋଇଯିବ ଗରମାଗରମ କ୍ରିମି ଚିକେନ। ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story