ବନ୍ଧୁତାରୁ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ। ଆଜିକାଲି ପ୍ରେମ, ବିବାହ ଓ ଛାଡ଼ପତ୍ରକୁ ନେଇ ଅନେକ ମାମଲା ଦେଖିବାକୁ ମିଳୁଛି। ତେବେ ରିଲେସନଶିପକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ବାସ୍ତବରେ ସମାଜ ଉପରେ କଣ ପ୍ରଭାବ ପକାଇବ? ଭଲ ସମ୍ପର୍କରେ ଥାଇ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। କିନ୍ତୁ ଏହା ଠିକ୍ ନା ଭୁଲ୍?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...