ସାଧାରଣତଃ ଆମେ ଘରକୁ ମନ୍ଦିର ସହ ତୁଳନା କରିଥାଉ। ମନ୍ଦିରକୁ ଗଲେ ଯେମିତି ଶାନ୍ତି ମିଳିଥାଏ, ନିଜ ଘରେ ମଧ୍ୟ ସୁଖ ଓ ଶାନ୍ତି ରଖିବାକୁ ସମସ୍ତେ ଚାହାଁନ୍ତି। ବାସ୍ତୁଶାସ୍ତ୍ର ଅନୁସାରେ ଘରେ ଶାନ୍ତି ଓ ଧନ ବୃଦ୍ଧି ପାଇଁ କିଛିଟା ବିଷୟ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ। ଆସନ୍ତୁ ଜାଣିବା କ’ଣ କଲେ ଘରେ ସୁଖଶାନ୍ତି ବଜାଇ ରହିବା ସହ ଧନ ବୃଦ୍ଧି ହୋଇଥାଏ।
ପଞ୍ଚମୁଖୀ ହନୁମାନ ଫଟୋ
Also Read
ଘରେ ପଞ୍ଚମୁଖୀ ହନୁମାନଙ୍କ ଫଟୋ ଲଗାନ୍ତୁ। ଏହା ଲଗାଇବା ଦ୍ୱାରା ଘରେ ଥିବା ନକାରାତ୍ମକ ଶକ୍ତି ଦୂର ହେବ। ଯେଉଁ କାମ କରିବେ ସେଥିରେ ସଫଳତ ଅର୍ଜନ କରିବେ।
ପେଚାର ଫଟୋ
ଘରେ ଦୁଇଟି ପେଚା ଥିବା ଫଟୋ ଲଗାନ୍ତୁ। ପେଚା ମା’ ଲକ୍ଷ୍ମୀଙ୍କର ବାହାନ। ଏଥିପାଇଁ ବାସ୍ତୁଶାସ୍ତ୍ର ଅନୁସାରେ ପେଚାର ଫଟୋ ଘରେ ଲଗାଇଲେ ଶୁଭଫଳ ମିଳିଥାଏ। ଏହାସହ ଘରେ ଥିବା ନକାରାତ୍ମକ ଶକ୍ତି ମଧ୍ୟ ଦୂର ହୋଇଥାଏ ଓ ଟଙ୍କା ପଇସା ଅଭାବ ରହି ନଥାଏ।
ପିରାମିଡ୍
ଘରେ ପିରାମିଡ୍ ରଖନ୍ତୁ। ଏହା ରଖିବା ଦ୍ୱାରା ବ୍ୟବସାୟରେ ଲାଭ ହୋଇଥାଏ। ଘରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଅଭାବ ଦୂର ହୋଇଥାଏ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Food
ପଞ୍ଚୁକରେ ଘରେ ପ୍ରସ୍ତୁତ କରନ୍ତୁ ହବିଷ ଡାଲମା
ଏବେ ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ ଆରମ୍ଭ ହୋଇ ଯାଇଛି। ଘରେ ଘରେ ଅରୁଆ ଅନ୍ନ ସାଙ୍ଗକୁ ପ୍ରସ୍ତୁତ ହେଉଛି ହବିଷ ଡାଲମା। ଏହା ଖାଇବାକୁ ଯେତିକି ସ୍ୱାଦିଷ୍ଟ, ପ୍ରସ୍ତୁତ କରିବା ବି ସେତିକି ସହଜ ।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।