‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ରେ ହେଲା ପରିବର୍ତ୍ତନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯଶସ୍ୱୀ ସାରସ୍ୱତ ସାଧକ ସ୍ୱର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ୨୦୨୧ ମେ’ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ଏହା ସହିତ ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା। ତେବେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କ ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାରରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକ ମାନଙ୍କୁ […]

Manoj Das

Manoj Das

Jitendra Garnayak
  • Published: Tuesday, 26 April 2022
  • Updated: 26 April 2022, 08:27 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯଶସ୍ୱୀ ସାରସ୍ୱତ ସାଧକ ସ୍ୱର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ୨୦୨୧ ମେ’ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ଏହା ସହିତ ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା। ତେବେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କ ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାରରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।

ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକ ମାନଙ୍କୁ ଅନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା। ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।

ସେହିପରି ଯୁବପୀଢ଼ିଙ୍କ ମଧ୍ୟରେ ଉଭୟ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ଓଡ଼ିଆ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ ଓ ପୁରସ୍କାର ବାବଦରେ ଏକ ଲଷ ଟଙ୍କା ଦିଆଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ନୂତନ ନିଷ୍ପତ୍ତି ଅନୁଯାୟୀ ଉଭୟ ଇଂରାଜୀ ଓ ଓଡ଼ିଆରେ ଗଳ୍ପ ବିଭାଗରେ ରାଜ୍ୟସ୍ତରରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୩୦ ହଜାର ଟଙ୍କା, ଦ୍ୱିତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୨୦ ହଜାର ଟଙ୍କା ଏବଂ ତୃତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବା ସହ ମନୋଜ ଦାସଙ୍କ ପୁସ୍ତକ, ତୈଳଚିତ୍ର, ଅଙ୍ଗବସ୍ତ୍ର ଓ ତାମ୍ରଫଳକ ପ୍ରଦାନ କରାଯିବ। ପ୍ରଥମ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଜଣଙ୍କୁ, ଦ୍ୱିତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଦୁଇ ଜଣଙ୍କୁ ଓ ତୃତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ତିନି ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଏଥିନିମନ୍ତେ ପ୍ରତିବର୍ଷ ୨ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story