Advertisment

କଥାକାର ପାରମିତା ଶତପଥୀ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। କଥାକାର ପାରମିତା ଶତପଥୀ ପାଇବେ ଶାରଳା ପୁରସ୍କାର। ପଶ୍ଚିମା ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଶାରଳା ପୁରସ୍କାର ପାଇବେ। ପୁରସ୍କାର ସ୍ୱରୂପ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। କୋଭିଡ୍‌ ପାଇଁ ଚଳିତ ବର୍ଷ ଆୟୋଜନ ହେବନି ପୁରସ୍କାର ସମାରୋହ। ସମାରୋହ ଆୟୋଜନ ନହୋଇ ବ୍ୟକ୍ତିଗତ ଭାବେ ପୁରସ୍କାର ପ୍ରଦାନ କରାଯିବ। ଇମ୍ଫା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ […]

ଅଦ୍ୟତନ ହୋଇଛି
କଥାକାର ପାରମିତା ଶତପଥୀ ପାଇବେ ଶାରଳା ପୁରସ୍କାର

Paramita Satpathy

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। କଥାକାର ପାରମିତା ଶତପଥୀ ପାଇବେ ଶାରଳା ପୁରସ୍କାର। ପଶ୍ଚିମା ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଶାରଳା ପୁରସ୍କାର ପାଇବେ। ପୁରସ୍କାର ସ୍ୱରୂପ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। କୋଭିଡ୍‌ ପାଇଁ ଚଳିତ ବର୍ଷ ଆୟୋଜନ ହେବନି ପୁରସ୍କାର ସମାରୋହ। ସମାରୋହ ଆୟୋଜନ ନହୋଇ ବ୍ୟକ୍ତିଗତ ଭାବେ ପୁରସ୍କାର ପ୍ରଦାନ କରାଯିବ।

Advertisment

ଇମ୍ଫା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ ୧୯୮୦ ରୁ ପ୍ରଦାନ କରାଯାଉଛି ଶାରଳା ପୁରସ୍କାର। ବଂଶୀଧର-ଇଲା ପଣ୍ଡା ସଙ୍ଗୀତ ଓ କଳା ସମ୍ମାନ ଖୁବ୍‌ ଶୀଘ୍ର ପ୍ରଦାନ କରାଯିବ।

ସମ୍ମାନ ଜନକ ଶାରଳା ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଓଡ଼ିଶାର ବିଶିଷ୍ଟ ଲେଖିକା ତଥା ଔପନ୍ୟାସିକା ପାରମିତା ଶତପଥୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

Advertisment

https://twitter.com/Panda_Odia/status/1423292084157444107?s=20

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe