/odisha-reporter/media/post_attachments/uploads/2018/09/jibana-1.jpg)
jibana
ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ। ଦୁଃଖକୁ ଧୈର୍ଯ୍ୟ ଓ ସାହସର ସହିତ ମୁକାବିଲା କରନ୍ତୁ।
Advertisment
ଆକାଶରେ କଳାବାଦଲ ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ ସୂର୍ଯ୍ୟଙ୍କୁ ଢାଙ୍କି ଦିଏ। କିନ୍ତୁ ସେ ପୁଣି ସାରା ଦୁନିଆକୁ କିରଣ ଦିଅନ୍ତି।
ସେମିତି ଆମ ଜୀବନଚକ୍ରରେ କିଛି ବି ସ୍ଥାୟୀ ନୁହେଁ। ଦୁଃଖ ପରେ ସୁଖ ଆସିବା ନିଶ୍ଚିତ। ଦୁଃଖକୁ ଏକ କଳାବାଦଲ ବୋଲି ଭାବନ୍ତୁ। ସେ ହଟିବା ନିଶ୍ଚିତ।
Advertisment
ଆଦୌ ଭୟ କରନ୍ତୁ ନାହିଁ। ଦୁଃଖ କେବଳ ଆପଣଙ୍କୁ ଡରାଉଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
