Advertisment

ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ

ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ। ଦୁଃଖକୁ ଧୈର୍ଯ୍ୟ ଓ ସାହସର ସହିତ ମୁକାବିଲା କରନ୍ତୁ। ଆକାଶରେ କଳାବାଦଲ ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ ସୂର୍ଯ୍ୟଙ୍କୁ ଢାଙ୍କି ଦିଏ। କିନ୍ତୁ ସେ ପୁଣି ସାରା ଦୁନିଆକୁ କିରଣ ଦିଅନ୍ତି। ସେମିତି ଆମ ଜୀବନଚକ୍ରରେ କିଛି ବି ସ୍ଥାୟୀ ନୁହେଁ। ଦୁଃଖ ପରେ ସୁଖ ଆସିବା ନିଶ୍ଚିତ। ଦୁଃଖକୁ ଏକ କଳାବାଦଲ ବୋଲି ଭାବନ୍ତୁ। ସେ ହଟିବା ନିଶ୍ଚିତ। ଆଦୌ ଭୟ କରନ୍ତୁ ନାହିଁ। […]

ଅଦ୍ୟତନ ହୋଇଛି
ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ

jibana

Advertisment

ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ। ଦୁଃଖକୁ ଧୈର୍ଯ୍ୟ ଓ ସାହସର ସହିତ ମୁକାବିଲା କରନ୍ତୁ।

Advertisment

ଆକାଶରେ କଳାବାଦଲ ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ ସୂର୍ଯ୍ୟଙ୍କୁ ଢାଙ୍କି ଦିଏ। କିନ୍ତୁ ସେ ପୁଣି ସାରା ଦୁନିଆକୁ କିରଣ ଦିଅନ୍ତି।

ସେମିତି ଆମ ଜୀବନଚକ୍ରରେ କିଛି ବି ସ୍ଥାୟୀ ନୁହେଁ। ଦୁଃଖ ପରେ ସୁଖ ଆସିବା ନିଶ୍ଚିତ। ଦୁଃଖକୁ ଏକ କଳାବାଦଲ ବୋଲି ଭାବନ୍ତୁ। ସେ ହଟିବା ନିଶ୍ଚିତ।

Advertisment

ଆଦୌ ଭୟ କରନ୍ତୁ ନାହିଁ। ଦୁଃଖ କେବଳ ଆପଣଙ୍କୁ ଡରାଉଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe