ଇ-ବଜେଟ ଉପସ୍ଥାପନରେ ଓଡ଼ିଶା ସମ୍ଭବତଃ ଦେଶରେ ପ୍ରଥମ। ଓଡ଼ିଶା ଅର୍ଥନୀତିର ଅଭିବୃଦ୍ଧି ହାର ଜାତୀୟ ହାର ତୁଳନାରେ ବଢ଼ିଚାଲିଛି। ଚଳିତ ବର୍ଷ ଜିଡିପି ୪.୯ ହ୍ରାସ ହେବ ବୋଲି ଆକଳନ କରାଯାଇଛି। ଚାଷୀ, ସ୍ୱୟଂସହାୟିକା ଗୋଷ୍ଠୀକୁ ଅଧିକ ଋଣ ଦେବା ଯୋଜନା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।