କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟବରାଦ। ବିହନ ପାଇଁ ୧୦୦ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠିଉଦ୍ୟାନ। କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟବରାଦ। ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।