ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି। ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି। ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ। ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।