ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ। ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ। ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ। ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ। ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।