ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି। ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ। ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା। ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି। ବିଜୁ ଏକ୍ସପ୍ରେସ ୱେ ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା। ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।