ନୂଆ ବିମାନ ବନ୍ଦର ଜମି ଅଧିଗ୍ରହଣ ପାଇଁ ଶହେ କୋଟି। କଟକରେ ବସ୍ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ବରମୁଣ୍ଡା ବସ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ସାଗର ମାଳା ଯୋଜନାରେ କୋଷ୍ଟାଲ ହାଇୱେ ପାଇଁ ୩୪ କୋଟି ଟଙ୍କା। ଲ୍ୟାଣ୍ଡବ୍ୟାଙ୍କ ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ୪୬୫ କୋଟି ଟଙ୍କା ବ୍ୟୟବରାଦ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।