ନବରଙ୍ଗପୁର - ଜୟପୁର ରେଳପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଜମି ଅଧିଗ୍ରହଣରେ ଅହେତୁକ ବିଳମ୍ବ ପ୍ରତିବାଦରେ ଆଜି ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି ଯୁବ ମୋର୍ଚ୍ଚା। ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି।
ତେବେ ବନ୍ଦରୁ ଅତ୍ୟାବଶକୀୟ ସାମଗ୍ରୀ କ୍ରୟ ସହ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଛି। ନବରଙ୍ଗପୁର - ଜୟପୁର ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଅର୍ଥ ବ୍ୟୟବରାଦ କରିଛନ୍ତି। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଜମି ଅଧିଗ୍ରହଣ ଅହେତୁକ ବିଳମ୍ବ ଜିଲ୍ଲା ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ସୂଚାଉଛି ବୋଲି ବିଜେପି ଯୁବ ମୋର୍ଚ୍ଚା ଅଭିଯୋଗ କରିଛି।
Also Read
ସେହିପରି ଜିଲ୍ଲାର ଦୁଇଟି ପୁରାତନ ମହାବିଦ୍ୟାଳୟ ନବରଙ୍ଗପୁର ମହାବିଦ୍ୟାଳୟ ଓ ଉମରକୋଟ ପେଣ୍ଡରାଣି ମହବବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ କରିବାକୁ ମଧ୍ୟ ଦାବି କରିଛି ଦଳ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।