ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିବ ବିମାନ, ଗ୍ରୀନ ସିଗ୍ନାଲ ଦେଲେ DGCA

DGCAର ଲାଇସେନ୍ସ ପରେ ଟୁଇଟ୍ କରି ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Flight

representational image

Tapaswini Nayak
  • Published: Tuesday, 08 August 2023
  • Updated: 08 August 2023, 08:16 AM IST

ଖୁବଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ। ବହୁ ପ୍ରତିକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ପ୍ରାୟ ଶେଷ ହୋଇଥିବାବେଳେ DGCA ବିମାନ ଉଡ଼ାଣ ନିମନ୍ତେ ଗ୍ରୀନ ସିଗ୍ନାଲ ଦେଇଛନ୍ତି। ଏହା’ସହ ବିମାନ ଚଳାଚଳ ପାଇଁ DGCA ଲାଇସେନ୍ସ ପ୍ରଦାନ କରିଛନ୍ତି।

DGCAର ଲାଇସେନ୍ସ ପରେ ଟୁଇଟ୍ କରି ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୁବଶୀଘ୍ର ଉତ୍କେଲା ଓ ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ କରିବ ବୋଲି ଟୁଇଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ।

Also Read

୧୯୬୨ରେ ସ୍ଥାପିତ ହୋଇଥିଲା କେବିକେ ଜିଲ୍ଲାର ଏହି ସର୍ବ ପୁରାତନ ଉତ୍କେଲା ଏୟାରଷ୍ଟ୍ରିପ୍। କଳାହାଣ୍ଡି କେସିଙ୍ଗା ବ୍ଳକ ଅନ୍ତର୍ଗତ ଉତ୍କେଲାରେ ରହିଛି ଏହି ଏୟାରଷ୍ଟ୍ରିପ। ଏହାର ରନୱେ ସମ୍ପ୍ରସାରଣ ସହ ଟର୍ମିନାଲ୍ ବିଲଡିଂ, ଷ୍ଟାଫ୍ କ୍ବାଟର୍ସ, ବାରାକ, ଅଗ୍ନିଶମ କାର୍ଯ୍ୟାଳୟ ଭଳି ଅନ୍ୟାନ୍ୟ ଭିତ୍ତିଭୂମି କାମ ପ୍ରାୟ ସରିଯାଇଛି। ଏବେ କେବଳ ଅପେକ୍ଷା ବିମାନ ଉଡ଼ାଣକୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story