ରାଜଧାନୀ ରାଜରାସ୍ତାରେ ଏମିତି ବ୍ୟାନର ଧରି ପ୍ରତିବାଦ କରୁଥିଲେ କିଛି ଲୋକେ। ପାଖକୁ ଯାଇ ଦେଖିବା ପରେ ଜଣା ପଡିଥିଲା ଓଡ଼ିଶାରେ ପୂର୍ବରୁ ହୋଇଥିବା ହତ୍ୟାକାଣ୍ଡର ତ୍ବରିତ ନ୍ୟାୟ ପ୍ରଦାନ ହୋଇନଥିବାରୁ ଏମାନେ ପ୍ରତିବାଦ କରୁଛନ୍ତି। ଶୁଣନ୍ତୁ ସେମାନେ କଣ କହୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Miscellaneous
ଓଡ଼ିଶାର କଶ୍ମୀରରେ ଇଟାଲୀ ପର୍ଯ୍ୟଟକ
ଇଟାଲୀ ପର୍ଯ୍ୟଟକ କାଥେରୀନା ଓ ଟୋନି। ନୂଆବର୍ଷରେ ଉଭୟ ଓଡ଼ିଶା ଆସିଛନ୍ତି। ଓଡ଼ଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଯାଇଥିଲେ। ଉଭୟ ଶୀତୁଆ ସକାଳରେ କାକର ଭିଜା ଘାସର ଗାଲିଚା ସାଙ୍ଗକୁ ପଟାଙ୍ଗୀ ଆଦିବାସୀ ସାହିର ମନୋରମ ଦୃଶ୍ୟକୁ ଉପଭୋଗ କରିଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।