ନନ୍ଦନକାନନକୁ ଆସିଛନ୍ତି ୪ନୂଆ ଅତିଥି। ୩୫ ବର୍ଷ ପରେ ଆସିଛନ୍ତି ଦୁଇଟି ୱାଲାବି। ସେମାନଙ୍କ ମଧ୍ୟରୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ । ଏହା ସହିତ ପ୍ରଥମ ଥର ପାଇଂ ଦୁଇଟି ଲିଭିଂଷ୍ଟୋନ ଟୁରାକୋ ଆସିଛନ୍ତି।
ଏହି ଦୁଇଟି ପ୍ରଜାତିରୁ ୪ଟି ଜୀବଜନ୍ତୁଙ୍କୁ ହାଇଦ୍ରାବାଦର ଏକ ଘରୋଇ ଫାର୍ମରୁ ଅଣାଯାଇଛି। ସେମାନଙ୍କୁ ଏବେ କ୍ୱାରେଣ୍ଟିନ ସେଣ୍ଟରରେ
Also Read
ନୂଆ ଖୁଆଡ଼ ନିର୍ମାଣ କରାଯାଇ ୨୮ ତାରିଖରେ ସେମାନଙ୍କୁ ନୂଆ ଖୁଆଡ଼ରେ ରଖାଯିବ।। ନନ୍ଦନକାନନର ପ୍ରତିଷ୍ଠା ଦିବସ ଡିସେମ୍ବର ୨୯ ତାରିଖରେ ପର୍ଯ୍ୟଟକମାନେ ଏହି ୪ ନୂଆଜନ୍ତୁଙ୍କୁ ଦେଖିପାରିବେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।
Miscellaneous
ମନ୍ତ୍ରୀଙ୍କ ପାଇଁ ହାତଖୋଲା, କର୍ମଚାରୀଙ୍କୁ ମନା: ଆଉ ମିଳିବନି ପ୍ରଶିକ୍ଷଣ ଭତ୍ତା
ଆଜି ଅର୍ଥ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରଙ୍କ ସମସ୍ତ ପ୍ରଶିକ୍ଷଣ କେନ୍ଦ୍ରରେ କାର୍ଯ୍ୟରତ ଅଫିସର ଓ କର୍ମଚାରୀଙ୍କୁ ମିଳୁଥିବା ପ୍ରଶିକ୍ଷଣ ଓ ଅନ୍ୟାନ୍ୟ ଅତିରିକ୍ତ ଭତ୍ତାକୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନିଆଯାଇଛି ।
Miscellaneous
ସମ୍ବଲପୁରରେ ବାଣଫୁଟାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣା, ଗୁରୁତର ଆହତଙ୍କ ମୃତ୍ୟୁପରେ କ୍ଷେତରାଜପୁର ଅଞ୍ଚଳରେ ଉତ୍ତେଜନା
ଦୀପାବଳି ପରଦିନ ଅର୍ଥାତ୍ ୧ ତାରିଖ ରାତିରେ ସହରର ମୁଙ୍ଗାପଡ଼ା ଓ ଷ୍ଟେସନପଡ଼ା ମଧ୍ୟରେ ବାଣଫୁଟାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା।
Miscellaneous
ଜଳଭଣ୍ଡାରରୁ ପାଣି ଲିକ୍, ରବି ଫସଲ ପାଇଁ ଚିନ୍ତାରେ ଚାଷୀ
ପଦ୍ମ ଘୁଞ୍ଚିବା ଭଳି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସରକାର ବେଳୁ ଘୁଞ୍ଚି ଘୁଞ୍ଚି ଚାଲିଥିବା ତେଲେଙ୍ଗିରି ପ୍ରକଳ୍ପକୁ ୨୦୦୦ ମସିହାରୁ ନିର୍ମାଣ କାମ ଆରମ୍ଭ କରିଥିଲେ ବିଗତ ବିଜେଡି ସରକାର। ତେବେ ଠିକ୍ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହାର ଲୋକାର୍ପଣ କରିଥିଲେ ନବୀନ ପଟ୍ଟନାୟକ।
Miscellaneous
ଅଦିନିଆ ବନ୍ୟା! ରାତି ଗୋଟାଏରେ ଘରେ ପଶିଲା ପାଣି
ଘରକୁ ଘର ପାନୀୟ ଜଳ ଯୋଗାଇବା ପାଇଁ ଗ୍ରାମୀଣ ଜଳ ଯୋଗାଣ ବିଛା ଯାଇଛି ପାଇପ୍। ତେବେ ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ଯୋଡା ପୌରାଞ୍ଚଳ ୧୦ ନମ୍ୱର ୱାର୍ଡ଼ ହନୁମାନ ହଟିଂ ଦେଇ ଯାଇଥିବା ପାନୀୟ ଜଳ ପାଇପ୍ ଫାଟି ଯାଇଥିଲା।