ରାଜ୍ୟରେ କିଛିଦିନ ହେବ ଲାଗି ରହିଥିଲା ବର୍ଷା। ଏହି ଲଗାଣ ବର୍ଷା ଯୋଗୁ ଗଜପତି ଜିଲ୍ଲା ରାୟଗଡ ବ୍ଲକ ଗଙ୍ଗାବାଡ ପଞ୍ଚାୟତର କଇଁପୁରଠାରୁ ବଡ଼ ପାଚେଡିଆ ମଧ୍ୟରେ ରାସ୍ତାକଡ଼ରେ ଥିବା ପାହାଡରୁ ଅତଡ଼ା ଖସିଛି।
ରାସ୍ତାରେ ବଡ଼ ବଡ଼ ପଥର ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲୋକମାନେ ବଜାର ଘାଟକୁ ଯିବାପାଇଁ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏଥିଯୋଗୁ ପ୍ରାୟ ୨୦ ରୁ ଅଧିକ ଗାଁ ପ୍ରଭାବିତ ହୋଇଛି। ଜିଲ୍ଲା ପ୍ରଶାସନର କର୍ମଚାରୀ ପହଞ୍ଚି ମାଟି ଅତଡ଼ାକୁ ସଫା କରିବା ପାଇଁ ଚେଷ୍ଟା ଚଳାଇଛନ୍ତି।
Also Read
ପୂର୍ବରୁ ଅନେକ ଥର ଏହି ଅଞ୍ଚଳରେ ଭୂସ୍ଖଳନ ହୋଇଥିବାର ମଧ୍ୟ ନଜିର ରହିଛି। ତେବେ ଏହି ଅଞ୍ଚଳରେ ଏପରି ବାରମ୍ବାର ଭୂସ୍ଖଳନ ଓ ଅତଡ଼ା ଖସୁଥିଲେ ମଧ୍ୟ ସରକାର ସଠିକ ପଦକ୍ଷେପ ନ ନେବା ଦୁର୍ଭାଗ୍ୟର ବିଷୟ। ଆଗମୀ ଦିନରେ ଏଥିଯୋଗ କୌଣସି ଅଘଟଣ ଘଟିଲେ ସରକାର ଦାୟୀ ବୋଲି ସ୍ଥାନୀୟ ସରପଞ୍ଚ କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।