ଟୁଲେଟ ପାଇଁ 50 ହଜାର ! | Odisha Reporter
ରାଜଧାନୀର କାନ୍ଥବାଡ଼ କିମ୍ବା ବିଦ୍ୟୁତ ଖୁଣ୍ଟରେ TO-LET ମାରିଲେ ସାବଧାନ। କାରଣ ରାଜଧାନୀରେ ଏଭଳି TO-LET ବିଜ୍ଞାପନ ଲଗାଇଥିବାରୁ ହଜାରେ ନୁହେଁ କି ୨ହଜାର ନୁହଁ ତିନି ସଂସ୍ଥାରୁ ୫୦ ହଜାର ଟଙ୍କା ଲେଖାଏଁ ଫାଇନ ଆଦାୟ କରିଛି ବିଏମସି । ଏହାକୁ ନେଇ ବିଏମସି କମିଶନର ସୂଚନା ଦେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
