ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ାର ନାହାଡି ଜଙ୍ଗଲରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟରେ ୨ ଜଣ ହାର୍ଡକୋର ନକ୍ସଲ ନିହତ ହୋଇଛନ୍ତି। ନକ୍ସଲ କ୍ୟାମ୍ପରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୁଲିସ।
ଆଜି ସକାଳେ ନାହାଡି ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ କରିଥିଲେ। ଏହି ସମୟରେ ନକ୍ସଲ ଓ ପୁଲିସ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ କିଛି ସମୟ ଗୁଳିବିନିମୟ ଜାରି ରହିଥିଲା। ପରେ ପୁଲିସ ଗୁଳିରେ ୨ ଜଣ ନକ୍ସଲ ନିହତ ହୋଇଥିଲେ।
Also Read
ଅନ୍ୟ ନକ୍ସଲମାନେ ଛତ୍ରଭଙ୍ଗ ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏବେ ବି ପୁଲିସ ପୁଲିସ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରଖିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।