Advertisment

ଦାମ ରାଉତଙ୍କୁ ଅବହେଳା !

କ୍ୟାପିଟାଲ ହସ୍ପିଟାଲ ପାଇଁ ବାପାଙ୍କ ଏଭଳି ଅବସ୍ଥା ହେଲା କହିଲେ ପୁଅ ସମ୍ବିତ ରାଉତରାୟ।

Advertisment

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର। ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ, ଗତ ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ମେଡିକାଲ ନେବା ବାଟରେ ତାଙ୍କର ହୃଦଘାତ ହୋଇଥିଲା। କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବାପରେ ଦାମ ରାଉତଙ୍କୁ  CPR ଦିଆଯାଇ ନଥିବା ସମ୍ବିତ ରାଉତରାୟ ଅଭିଯୋଗ କରିଛନ୍ତି। ସିପିଆର ନ ଦେବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇଥିଲା। ଏହାପରେ ତୁରନ୍ତ ତାଙ୍କୁ ସେଠାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ରାଉତଙ୍କର ଚିକିତ୍ସା ଚାଲିଛି। ଦେଖନ୍ତୁ ପୂରା ରିପୋର୍ଟ।

Advertisment
Damodara Rout Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe