କଟକ ଜିଲ୍ଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ବାଉଁଶଟାଙ୍ଗର ଗାଁରେ ବ୍ୟାପିଛି ଝାଡ଼ାବାନ୍ତି। ଗାଁରେ ୧୦ ଜଣରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାଯାଇଛି।
କେଉଁ କାରଣ ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଛି ତାର କାରଣ ସ୍ପଷ୍ଟ ହୋଇନାହିଁ। ଅନ୍ୟପକ୍ଷରେ କୂଅ ପାଣି ପିଇବା ଯୋଗୁ ଲୋକେମାନଙ୍କୁ ଝାଡ଼ାବାନ୍ତି ବ୍ୟାପିଥିବା ଡାକ୍ତର ସୂଚନା ଦେଇଛନ୍ତି। କୂଅରେ ହେଲୋଜିନ ଟାବଲେଟ୍ ପକାଇବା କୁହାଯାଇଛି।
Also Read
ସୂଚନାଯୋଗ୍ୟ, ବାଉଁଶଟାଙ୍ଗରରେ ୧୦ରୁ ଅଧିକ ପରିବାର ବସବାସ କରନ୍ତି। ଗାଁରେ ଗୋଟିଏ ନଳକୂପ ଥିବାବେଳେ ଗୋଟିଏ କୂଅ ମଧ୍ୟ ରହିଛି। ଲୋକେ ଏହି କୂଅର ପାଣିକୁ ବ୍ୟବହାର କରିଥାନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।