ଚଳିତ ବର୍ଷ ଚିଲିକାରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ ଅଧିକ ଥିବା ସତ୍ତ୍ୱେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଜଣାପଡିଛି।
ଏଥର ଚିଲିକାକୁ ଆସିଛନ୍ତି ୫ ହଜାର ୮୩୦ ଅଧିକ ପକ୍ଷୀ। ଆଜି ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ଅଧିକ ସଂଖ୍ୟକ ପକ୍ଷୀ ଚିଲିକାକୁ ଆସିଥିବା ଜଣାପଡ଼ିଛି। ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ। ଗତବର୍ଷ ୧୮୪ ପ୍ରଜାତିର ୧୧ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଥିଲେ।
Also Read
ଏବର୍ଷ ନଳବଣରେ ୩ ଲକ୍ଷ ୪୨ ହଜାର ୮୯୭ ପକ୍ଷୀଙ୍କ ସମାଗମ ଦେଖିବାକୁ ମିଳିଛି। ଗଣନାରେ ନର୍ଦର୍ଣ୍ଣ ପିନଟେଲ୍ ପ୍ରଜାତିର ପକ୍ଷୀଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏମାନଙ୍କ ସଂଖ୍ୟା ହେଲା ୨ ଲକ୍ଷ ୧୮ ହଜାର ୬୫୦। ସେହିପରି ୧୦ ବର୍ଷ ପରେ ଏଥର ପାଲାସ ଫିସ୍ ଇଗଲ ପକ୍ଷୀ ଚିଲିକାରେ ଦେଖାଦେଇଛି। ଏ ନେଇ ଚିଲିକା ବନ୍ୟପ୍ରାଣୀ ଡିଏଫଓ ଅମ୍ଲାନ ନାୟକ ସୂଚନା ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।