Advertisment

୧୧ ଓଏଏସ୍ ଅଫିସରଙ୍କ ବଦଳି

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଓଏଏସ୍ ଅଫିସର ସରୋଜ କୁମାର ମିଶ୍ରଙ୍କୁ ପାନପୋଷ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

author-image
Ordigital Desk
Loka Seva Bhavan

Loka Seva Bhavan

ରାଜ୍ୟ ସରକାର ଆଜି ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ୧୧ଜଣ ଓଏଏସ୍ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।

Advertisment

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଓଏଏସ୍ ଅଫିସର ସରୋଜ କୁମାର ମିଶ୍ରଙ୍କୁ ପାନପୋଷ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ସେହିପରି ସୁରଜ କୁମାର ପଟ୍ଟନାୟକଙ୍କୁ କୋରାପୁଟ ଅତିରିକ୍ତ ଉପଜିଳ୍ଲାପାଳ, ଅଶୋକ କୁମାର ଦାସଙ୍କୁ କେନ୍ଦ୍ରାପଡ଼ା ଅତିରିକ୍ତ ଉପଜିଲ୍ଲାପାଳ, ସୁଜାତା ପାତ୍ରଙ୍କୁ କଟକ ଅତିରିକ୍ତ ଉପଜିଲ୍ଲାପାଳ, ମନୋରମା ଜାଲିଙ୍କୁ ଯାଜପୁର ଅତିରିକ୍ତ ଉପଜିଲ୍ଲାପାଳ, ପୁନମ ବିନିତା ବାଗେଙ୍କୁ କେନ୍ଦୁଝର ଅତିରିକ୍ତ ଉପଜିଲ୍ଲାପାଳ, କିଶୋର କୁମାର ପଣ୍ଡାଙ୍କୁ ଆନନ୍ଦପୁର ଅତିରିକ୍ତ ଉପଜିଲ୍ଲାପାଳ, ଗୌରବମୟ ପ୍ରଧାନଙ୍କୁ ବ୍ରହ୍ମପୁର ଅତିରିକ୍ତ ଉପଜିଳ୍ଲାପାଳ, ନିତିଶ ତ୍ରିପାଠୀଙ୍କୁ ଭୁବନେଶ୍ୱର ଅତିରିକ୍ତ ଉପଜିଲ୍ଲାପାଳ, ପ୍ରକାଶ କୁମାର ଦାସଙ୍କୁ ପଂଚପୀର ଅତିରିକ୍ତ ଉପଜିଲ୍ଲାପାଳ ଏବଂ ବିଶ୍ୱରଞ୍ଜନ କରଙ୍କୁ ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି।

Advertisment
Odisha Oas