ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ଜିଲ୍ଲା ବନ୍ଦ। ଦୁଇ ମହିଳା ଅଫିସରଙ୍କ ହତ୍ୟା ପ୍ରତିବାଦରେ ସୁନ୍ଦରଗଡ଼ ଜିଲ୍ଲାରେ ବିଜେପି ବନ୍ଦ ପାଳନ କରୁଛି। ବିଜେପି ମହିଳା ମୋର୍ଚ୍ଚା ଓ ବିଜେପି ଆଦିବାସୀ ମୋର୍ଚ୍ଚା ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା ଦିଆଯାଇଛି।
ରାଉରକେଲା ଏଡିଏମ୍ ଅଫିସରେ କାର୍ଯ୍ୟରତ ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଉଦିତନଗର ଥାନାରେ ଏ ଏସ୍ ଆଇ ଅଲିଶା ଲୁଗୁନଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ବଣାଇ, ଗୁରୁଣ୍ଡିଆ, ଲହୁଣୀପଡା, କୋଇଡା ବ୍ଲକରେ ମଧ୍ୟ ବନ୍ଦର
Also Read
ବନ୍ଦ ପ୍ରଭାବରେ ଏନଏଚର ଦୁଇ ପାର୍ଶ୍ୱରେ ଶହ ଶହ ଗାଡିମଟର ଅଟକି ରହିଥିବାବେଳେ ବିଭିନ୍ନ ବସଷ୍ଟାଣ୍ଡରେ ବସ୍ ଗୁଡିକ ଛିଡ଼ା ହୋଇଛି। ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।