ଉଦ୍ଧାର ଶ୍ରମିକଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେଲେ ରାଜ୍ୟ ସରକାର

ଉତ୍ତରକାଶୀ ଟନେଲରୁ ସୁରକ୍ଷିତ ଉଦ୍ଧାର ହୋଇଥିବା ୫ଜଣ ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ଆଜି ୪ଜଣ ଶ୍ରମିକ ଓଡ଼ିଶା ଫେରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି

Bhubaneswar PhotoOR

ଉଦ୍ଧାର ଶ୍ରମିକଙ୍କୁ ୨ଲକ୍ଷ ଟଙ୍କା

Ordigital Desk
  • Published: Friday, 01 December 2023
  • Updated: 01 December 2023, 07:23 PM IST

Sports

Latest News

ଉତ୍ତରକାଶୀ ଟନେଲରୁ ସୁରକ୍ଷିତ ଉଦ୍ଧାର ହୋଇଥିବା ୫ଜଣ ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ଆଜି ୪ଜଣ ଶ୍ରମିକ ଓଡ଼ିଶା ଫେରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । ଶ୍ରମ ମନ୍ତ୍ରୀ ଶାରଦା ପ୍ରସାଦ ନାୟକଙ୍କ ଉପସ୍ଥିତିରେ ଏହି ଶ୍ରମିକମାନେ ନିଜ ଘରକୁ ଯିବା ପୂର୍ବରୁ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।
ଟନେଲ୍ ଭିତରେ ପ୍ରାୟ ୧୭ଦିନ ବିତାଇଥିବା ଓଡ଼ିଆ ଶ୍ରମିକମାନଙ୍କ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କର ସଂଘର୍ଷପୂର୍ଣ୍ଣ ଜୀବନ ସମ୍ପର୍କରେ ଶୁଣିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଜଣେ ଜଣେ ହିରୋ ବୋଲି କହିଛନ୍ତି ।ପ୍ରତିକୂଳ ପରିସ୍ଥିତିରେ ଜୀବନ ସହ ସଂଗ୍ରାମ କରି ବିଜୟୀ ହୋଇଥିବାରୁ ତାହା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ବୋଲି କହିôଥଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ।

Also Read

ଆଜି ଯେଉଁ ଶ୍ରମିକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ସେମାନେ ହେଲେ- ମୟୂରଭଞ୍ଜର ରାଜୁ ନାୟକ, ଧୀରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା । ସେମାନଙ୍କ ପରିବାର ସଦସ୍ୟମାନେ ମଧ୍ୟ ନବୀନ ନିବାସ ଆସିଥିଲେ । ସେମାନଙ୍କ ଘରକୁ ଫେରିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି ।
ଏହି ଶ୍ରମିକମାନଙ୍କ ସହ ଗତକାଲି ଭିଡିଓ କନଫରେନ୍ସିଂ ଜରିଆରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ କଥା ହୋଇଥିଲେ । ଶ୍ରମ ମନ୍ତ୍ରୀ ଶ୍ରୀ ନାୟକ ଉଦ୍ଧାର ଓଡ଼ିଆ ଶ୍ରମିକଙ୍କୁ ଆଣିବା ପାଇଁ ଉତ୍ତରକାଶୀ ଯାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story