ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟସ୍ଥ ସମୁଦ୍ରର ନିଷିଦ୍ଧାଞ୍ଚଳରେ କିଛି ମତ୍ସ୍ୟଜୀବୀ ବେଆଇନ ଭାବେ ମାଛ ମାରୁଥିବା ବେଳେ ଚଢ଼ାଉ କରାଯାଇ ୨ଟି ଟ୍ରଲର ଜବତ କରାଯାଇଛି। ତା’ସହିତ ୨୦ଜଣଙ୍କୁ ଅଟକ ରଖାଯାଇଛି।
ତଟରକ୍ଷୀ ବାହିନୀ ଓ ସାମୁଦ୍ରିକ ମତ୍ସ୍ୟ ବିଭାଗ ମିଳିତ ଭାବରେ ଚଢ଼ାଉ କରି ନୂଆଗଡ଼ ଜେଟି ନିକଟକୁ ୨ଟି ଟ୍ରଲରକୁ ଅଣାଯାଇଛି। ଏହି ୨ଟି ଟ୍ରଲରରୁ ୨୦ଜଣଙ୍କୁ ଅଟକ ରଖିଯାଇଛି। ସେମାନଙ୍କ ବିରୋଧରେ ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇଛି।
Also Read
ଜବତ ଟ୍ରଲର ଦୁଇଟିର ନାମ ହେଉଛି ବାଲେଶ୍ୱରର ଚିନ୍ମୟୀ ଓ ପାରାଦ୍ୱୀପର ମା’ ବୃନ୍ଦାବତି। ସମୁଦ୍ର ଉପକୂଳରେ ଅଲିଭ ରିଡେଲ କଇଁଛଙ୍କ ସୁରକ୍ଷିତ ଆଗମନ, ଅଣ୍ଡା ଦାନ ଓ ପ୍ରଜନନ ପାଇଁ ସମୁଦ୍ର ଉପକୂଳରୁ ଦେବୀ ନଦୀମୁହାଣର ୧୦ କିଲୋମିଟର ମଧ୍ୟରେ ଯନ୍ତ୍ର ଚାଳିତ ଡଙ୍ଗାରେ ମାଛ ଧରିବା ଉପରେ କଟକଣା ଜାରି ହୋଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ରାୟଗଡ଼ା ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏହି ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
Miscellaneous
ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ; ପର୍ଯ୍ୟଟକଙ୍କୁ ନୋ ଏଣ୍ଟ୍ରି
ଆସନ୍ତା ୬ରୁ ୮ତାରିଖ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା ହେବାକୁ ଥିବାବେଳେ ସାତକୋଶିଆର ମହାନଦୀ ଏବଂ ଅନ୍ୟାନ୍ୟ ଜଳାଶୟରେ ଗଣନା କାର୍ଯ୍ୟ ହେବ ।
Miscellaneous
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।