ଭାରତୀୟ ନିର୍ବାଚନ କମିଶନଙ୍କ ଘୋଷଣା ପରେ, ତତ୍ପର ରାଜ୍ୟ ନିର୍ବାଚନ କମିଶନ ଏବଂ ଚଳଚଞ୍ଚଳ ଜିଲ୍ଲା ପ୍ରଶାସନ। ଆସନ୍ତା ମେ ୨୦ ତାରିଖରେ ବଲାଙ୍ଗିର ଜିଲ୍ଲାରେ ଭୋଟଦାନକୁ ଶାନ୍ତିଶୃଙ୍ଖଳା ସହିତ ସମାପନ କରିବା ପାଇଁ ଉଦ୍ୟମ ଆରମ୍ଭ କରିଦେଇଛି ଜିଲ୍ଲା ପ୍ରଶାସନ। ସମସ୍ତ ପ୍ରମୁଖ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଡାକି, ଆଲୋଚନା କରିଛନ୍ତି ଜିଲ୍ଳାପାଳ ଓ ଏସ୍.ପି। ନିର୍ବାଚନରେ ଖର୍ଚ୍ଚ, ଡାକବାଜି ଯନ୍ତ୍ରର ବ୍ୟବହାର, ସାମାଜିକ ଗଣମାଧ୍ୟମରେ କଣ କଣ ବାରଣ ରହିଛି ଏପରି ଅନେକ କଟକଣାକୁ ନେଇ ଦଳର କର୍ମକର୍ତ୍ତାଙ୍କ ସହିତ ପ୍ରଶାସନର ଆଲୋଚନା । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।