‘ରାଜଧାନୀରେ ୨୫ଟି ସ୍ଥାନରେ ଖୋଲିବ ଅସ୍ଥାୟୀ ବାଣ ଦୋକାନ’

ଡିସିପି କହିଛନ୍ତି, ଅସ୍ଥାୟୀ ବାଣ ଦୋକାନ ପାଇଁ ୪୬୫ରୁ ଅଧିକ ଆବେଦନ ଆସିଛନ୍ତି। ସେଥି ମଧ୍ୟରୁ ୨୦୦ରୁ ଅଧିକ ଦୋକାନୀଙ୍କୁ ଅନୁମତି ଦିଆଯାଇଛି। କୌଣସି ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ।

Cracker

Representative Image

Manoranjan Sial
  • Published: Monday, 28 October 2024
  • Updated: 28 October 2024, 05:41 PM IST

ରାଜଧାନୀ ଭୁବନେଶ୍ୱରରେ ୨୫ଟି ସ୍ଥାନରେ ଖୋଲିବ ଅସ୍ଥାୟୀ ବାଣ ଦୋକାନ। ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପିନାକ ମିଶ୍ର।

Also Read

ଡିସିପି କହିଛନ୍ତି, ଅସ୍ଥାୟୀ ବାଣ ଦୋକାନ ପାଇଁ ୪୬୫ରୁ ଅଧିକ ଆବେଦନ ଆସିଛନ୍ତି। ସେଥି ମଧ୍ୟରୁ ୨୦୦ରୁ ଅଧିକ ଦୋକାନୀଙ୍କୁ ଅନୁମତି ଦିଆଯାଇଛି। କୌଣସି ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ। ବାଣ ଦୋକାନ ମଧ୍ୟରେ ଅତି କମ୍‌ରେ ୫ ଫୁଟ୍‌ ଦୂରତା ରହିବା ଆବଶ୍ୟକ। ବେଆଇନ ଭାବେ ଗଚ୍ଛିତ ବାଣ ଜବତ ପାଇଁ ପୁଲିସ ଚଢ଼ଉ କରୁଛି। ପ୍ରାୟ ୨୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବାଣ ପୁଲିସ ଜବତ କରିଛି। ବାଲିପାଟଣା ଥାନା ଅଞ୍ଚଳରୁ ୧୫୦ କେଜିରୁ ଅଧିକ ବାଣ ପ୍ରସ୍ତୁତ ସାମଗ୍ରୀ ଜବତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story