ଟାଙ୍କିରେ ଥିଲେ ମଲା ମାଙ୍କଡ, ପାଣି ପିଉଥିଲେ ଲୋକେ | Odisha Reporter
Advertisment
ପିଇବା ପାଣି ଟାଙ୍କିରୁ ୩୦ ମାଙ୍କଡଙ୍କ ମୃତଦେହ ଉଦ୍ଧାର। ସେଇ ପାଣି ଟାଙ୍କିରୁ ପାଣି ବ୍ୟବହାର କରିଥିବା ୨୦୦ ପରିବାର ସଦସ୍ୟଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ତେଲଙ୍ଗାନାର ନାଲଗୋଣ୍ଡା ଜିଲ୍ଲା ନନ୍ଦିକୋଣ୍ଡା ମ୍ୟୁନିସିପାଲିଟି ଅଞ୍ଚଳରେ ଘଟିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us