ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି। ଗତ ୨ଦିନ ମଧ୍ୟରେ ପ୍ରାୟ ୪୦ରୁ ଊର୍ଦ୍ଧ ଆକ୍ରାନ୍ତ ହୀରାକୁଦ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।
କିଛି ଆକ୍ରାନ୍ତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି ବୋଲି ଜନସ୍ୱାସ୍ଥ୍ୟ ବିଭାଗ ADMO ସୂଚନା ଦେଇଛନ୍ତି। ଆଜି ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ ସମ୍ବଲପୁରରୁ ହୀରାକୁଦକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ ବୋଲି ADMO ସୂଚନା ଦେଇଛନ୍ତି।
Also Read
ପ୍ରଦୁଷିତ ଜଳ ପାନ କରିବା ଦ୍ୱାରା ଲୋକମାନଙ୍କୁ ଝାଡ଼ାବାନ୍ତି ବ୍ୟାପୁଥିବା କୁହାଯାଉଛି। ଏଥିପାଇଁ ପାଣି ନମୂନା ପରୀକ୍ଷା ପାଇଁ ପଠାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।