କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ସୁବାଇ ଗାଁର ଗଉଡ ସାହିରେ ଝାଡ଼ାବାନ୍ତି ଆତଙ୍କ। ଝାଡ଼ାବାନ୍ତିରେ ୪୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କେଉଁ କାରଣ ପାଇଁ ଗଉଡ ସାହିରେ ଝାଡ଼ାବାନ୍ତି ବ୍ୟାପିଛି, ତାର କାରଣ ଜଣାପଡ଼ି ନାହିଁ। ଗ୍ରାମବାସୀ ଦୂଷିତ ପାଣି ପିଇବା ଯୋଗୁ ଏହି ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି। ପାଣିର ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଗାଁରେ ମେଡିକାଲ ଟିମ୍ ପହଞ୍ଚି ଗ୍ରାମବାସୀଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି।
Also Read
ସୂଚନାଯୋଗ୍ୟ, ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗାଁରେ ଝାଡ଼ାବାନ୍ତିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଅସୁସ୍ଥ ହୋଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।