ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅନ୍ତର୍ଗତ ପଣପଣା ପଞ୍ଚାୟତ ସରସତିଆ ଜେନା ସାହିରେ ଗଣେଶ ପୂଜା ଭୋଗ ଖାଇ ୪୦ ଅସୁସ୍ଥ ହୋଇପଡ଼ିଛି। ୨୦ ଜଣ ଗ୍ରାମବାସୀ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଆଉ ୨୦ ଜଣଙ୍କୁ ମେଡିକାଲ ଟିମ୍ ଗାଁରେ ଚିକିତ୍ସା କରୁଛନ୍ତି।
ଗତକାଲି ସରସତିଆ ଜେନା ସାହିରେ ଗଣେଶ ପୂଜା ହୋଇଥିଲା। ଗାଁ ଲୋକେ ଅପରାହ୍ନରେ ସମସ୍ତେ ପଞ୍ଚାମୃତ ଭୋଗ ସେବନ କରିଥିଲେ। ଯେଉଁମାନେ ପ୍ରସାଦ ସେବନ କରିଥିଲେ, ଆଜି ଭୋରରୁ ସେମାନଙ୍କୁ ଝାଡ଼ାବାନ୍ତି ହୋଇଥିଲା।
Also Read
୨୦ ଜଣଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୨୦ ଜଣଙ୍କୁ ମେଡିକାଲ ଟିମ୍ ଗାଁରେ ଚିକିତ୍ସା କରୁଛନ୍ତି। ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ଫୁଡ୍ ପଏଜନ୍ ଯୋଗୁ ଏପରି ହୋଇଥିବା ସନ୍ଦେହ କରାଯାଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।