ବିଶିଷ୍ଟ ରେଳ ସେବା ପୁରସ୍କାର ପ୍ରଦାନ କରାଯାଇଛି। ଇଷ୍ଟ କୋଷ୍ଟ ରେଳବାଇ ଅଡିଟୋରୀୟମ ଠାରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ନିଜ କର୍ତ୍ତବ୍ୟରେ ଉତ୍ସର୍ଗୀକୃତ ମନୋଭାବ ପାଇଁ ୪୬ ଜଣ ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି।
ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ଶୀଲଡ଼ ଶ୍ରେଷ୍ଠ ପରିଚ୍ଛନ୍ନତା କ୍ଷେତ୍ରରେ ବଡ଼ ଷ୍ଟେସନ ମଧ୍ୟରେ ଶ୍ରୀକାକୁଲମ୍ ରୋଡ୍ ଷ୍ଟେସନ୍ ଏବଂ ଛୋଟ ଷ୍ଟେସନ ମଧ୍ୟରେ ବରଗଡ ରୋଡ୍ ଷ୍ଟେସନ୍ ପୁରସ୍କୃତ ହୋଇଛି।
Also Read
ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ସମସ୍ତ ରେଳବାଇ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସର୍ଗୀକୃତ ସେବା ମନୋଭାବକୁ ପ୍ରଶଂସା କରିବା ସହିତ ନିଷ୍ଠାପର ସେବା ଓ କାର୍ଯ୍ୟଦକ୍ଷତା ପାଇଁ ପୁରସ୍କୃତ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।