୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ମିଳିବ ମାସିକ ୫ହଜାର ଓ ହେଲପରଙ୍କୁ ୩ହଜାର ଟଙ୍କାର ସ୍ୱତନ୍ତ୍ର ଭତ୍ତା

ଏବେ ସେମାନଙ୍କୁ ସର୍ବନିମ୍ନ ମଜୁରୀ ଅଧିନିୟମ ଆଧାରରେ ମୂଳ ଦରମା ପ୍ରଦାନ କରାଯାଉଛି । ସର୍ବନିମ୍ନ ମଜୁରୀରେ ଡ୍ରାଇଭର ଓ ମେଡିକାଲ ଟେକନସିଆନଙ୍କୁ କୁଶଳୀ ଶ୍ରମିକ ଓ ହେଲପରଙ୍କୁ ଅଣକୁଶଳୀ ଶ୍ରମିକ ଭାବେ ବର୍ଗୀକୃତ କରାଯାଇଛି।

ambulance

representational image

Ordigital Desk
  • Published: Thursday, 15 February 2024
  • Updated: 15 February 2024, 09:14 PM IST

Sports

Latest News

ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ଏବଂ ମେଡିକାଲ ଟେକନସିଆନ୍ ଓ ହେଲପରଙ୍କୁ ୩ହଜାର ଟଙ୍କା ପ୍ରଦାନ କରାଯିବ । ସେମାନଙ୍କୁ ନିଜ ଦରମା ସହ ଏହି ବର୍ଦ୍ଧିତ ଭତ୍ତା ଚଳିତମାସରୁ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପରଙ୍କୁ ରାଜ୍ୟ ପାଣ୍ଠିରୁ ସ୍ୱତନ୍ତ୍ର ଭତ୍ତା ପ୍ରଦାନ ନିମନ୍ତେ ମଞ୍ଜୁରୀ ଦେଇଛନ୍ତି।

ସୂଚନା ଅନୁସାରେ, ୧୦୮ ଆମ୍ବୁଲାନ୍ସରେ ନିୟୋଜିତ ଡ୍ରାଇଭର ଓ ହେଲପରମାନେ ୨୪ଘଣ୍ଟିଆ କାର୍ଯ୍ୟ କରୁଛନ୍ତି ବିଶେଷକରି ମହାମାରୀ ଓ ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେଉଁ କଠିନ ପରିଶ୍ରମ କରିଛନ୍ତି ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସେମାନଙ୍କୁ ସ୍ୱତନ୍ତ୍ର ଭତ୍ତା ପ୍ରଦାନ ପାଇଁ ନିଷ୍ପତ୍ତି ନେଇଛନ୍ତି । ୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ୫ହଜାର ଟଙ୍କା ଏବଂ ମେଡିକାଲ ଟେକ୍ନିସିଆନ୍ ଓ ହେଲପରଙ୍କୁ ମାସିକ ୩ହଜାର ଟଙ୍କା ସ୍ୱତନ୍ତ୍ର ଭତ୍ତା ମିଳିବ।

Also Read

ଏବେ ୧୦୮ ଆମ୍ବୁଲାନ୍ସ ସେବାରେ ରାଜ୍ୟରେ ୪୧୧ଟି ଏଏଲଏସ୍ ଆମ୍ବୁଲାନ୍ସ ଓ ୬ଟି ବୋଟ୍ ଆମ୍ବୁଲାନ୍ସ ସମେତ ମୋଟ ୧୩୬୬ଟି ଆମ୍ବୁଲାନ୍ସଟି କାର୍ଯ୍ୟକ୍ଷମ ରହିଛି। ପ୍ରତିମାସରେ ଏହି ଆମ୍ବୁଲାନ୍ସ ମାଧ୍ୟମରେ ପ୍ରାୟ ୧.୩ଲକ୍ଷ ରୋଗୀଙ୍କୁ ପ୍ରତିମାସରେ ଜରୁରୀ ସେବା ଓ ପରିବହହନ ଯୋଗାଇ ଦିଆଯାଉଛି । ୨୦୧୩ ମାର୍ଚ୍ଚ ମାସରୁ ଓଡ଼ିଶାରେ ଜରୁରୀକାଳୀନ ମେଡିକାଲ ଆମ୍ବୁଲାନ୍ସ ସେବା କାର୍ଯ୍ୟକ୍ଷମ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story