5Tରେ ସ୍କୁଲର ରଙ୍ଗ ବଦଳିଲା, ଫଟାଫଟ୍ ସାଜସଜ୍ଜା ହେଲା, ଟାଇଲ୍ ଛପର ସାଙ୍ଗକୁ ଛାତ ପଡିଗଲା । ଫଟୋ ଉଠାଇ ଲକ୍ଷ ଲକ୍ଷ ଟଙ୍କା ବିଲ୍ କରାଗଲା ହେଲେ ଏହାର ମାତ୍ର କେଇଟା ମାସ ପରେ ସାମ୍ନାକୁ ଆସିଛି ଅସଲ ଚିତ୍ର । 5T ରେ କାର୍ଯ୍ୟ ହୋଇଥିବା ସ୍କୁଲର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଜାଣିଲେ ଆପଣଙ୍କ ମୁଣ୍ଡ ବୁଲାଇବ । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ
ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି।
Miscellaneous
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା, ହିନ୍ଦୀ ଶିକ୍ଷକ ନିଲମ୍ବିତ
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା । ନିଲମ୍ବିତ ହେଲେ ହିନ୍ଦୀ ଶିକ୍ଷକ।
Miscellaneous
ରାଜ୍ୟରେ ୪୦ ଲକ୍ଷ ଭୂତ ହିତାଧିକାରୀ ଉଠାଉଛନ୍ତି ରାସନ୍!
ଫେକ୍ ରାସନ କାର୍ଡକୁ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ରାଜ୍ୟରେ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୋଟେ ଗୋଟେ ଜିଲ୍ଲାରେ ଲକ୍ଷେରୁ ଦେଢ ଲକ୍ଷ ଭୂତ ହିତାଧିକାରୀ ଚିହ୍ନଟ ହୋଇ ସାରିଲେଣି। ଏଯାଏ ସମୁଦାୟ ୪୦ ଲକ୍ଷରୁ ଅଧିକ ଭୂତ ହିତାଧିକାରୀଙ୍କୁ ଚିହ୍ନଟ କରାଗଲାଣି।
Miscellaneous
ଜଷ୍ଟିସ ବିଶ୍ୱନାଥ ରଥ ଓଡ଼ିଶା ଲ’ କମିଶନ ଅଧ୍ୟକ୍ଷ
ଆଜି ପୁନର୍ଗଠିତ ଏହି ଲ’ କମିଶନରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୬ଜଣ ସଦସ୍ୟ ରହିଛନ୍ତି ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।