ଜାଲରେ ପଡ଼ିଲା ୯ ଟି ମାଛ, ଦାମ ୧୫ ଲକ୍ଷ ଟଙ୍କା

ଓଡ଼ିଶା ସୀମାନ୍ତବର୍ତ୍ତୀ ପଡ଼ୋଶୀ ପଶ୍ଚିମବଙ୍ଗର ଦୀଘା ମୁହାଣରେ ମତ୍ସ୍ୟଜିବୀଙ୍କ ଜାଲରେ ଧରା ପଡ଼ିଛି ଏହି ଦାମିକିଆ ତେଲିଆ ଶିଳା ମାଛ ।

Fish

ଧରା ପଡ଼ିଥିବା ମାଛ ।

Niharika Rout
  • Published: Sunday, 22 September 2024
  • Updated: 22 September 2024, 11:02 AM IST

Sports

Latest News

୯ ଟି ମାଛର ଦାମ ୧୫ ଲକ୍ଷ ଟଙ୍କା । ଓଡ଼ିଶା ସୀମାନ୍ତବର୍ତ୍ତୀ ପଡ଼ୋଶୀ ପଶ୍ଚିମବଙ୍ଗର ଦୀଘା ମୁହାଣରେ ମତ୍ସ୍ୟଜିବୀଙ୍କ ଜାଲରେ ଧରା ପଡ଼ିଛି ଏହି ଦାମିକିଆ ତେଲିଆ ଶିଳା ମାଛ । ୯ଟି ମାଛର ଓଜନ ୧ କ୍ୱିଣ୍ଟାଲ ୯୯ କିଲୋଗ୍ରାମ ହୋଇଥିବା ବେଳେ କିଲୋପ୍ରତି ୭, ୫୦୦ ଟଙ୍କାରେ ବିକ୍ରି ହୋଇଛି ମାଛ ।

ପଶ୍ଚିମବଙ୍ଗ ନନ୍ଦିଗ୍ରାମ ଅଞ୍ଚଳର ଶେଖ ରୋହିମୁଲଙ୍କ ବାବା ସାହେବ ନାମକ ଟ୍ରଲର ଜାଲରେ ଧରା ପଡ଼ିଥିଲା ଏହି ତେଲିଆ ଶିଳା ମାଛ । ଦୀଘା ମୁହାଣରେ ବାବା ସାହେବ ମାଛ ଅଡ଼ତକୁ ନିଲାମ ପାଇଁ ୯ ଟି ତେଲିଆ ଶିଳା ମାଛ ଆସିଥିଲା। ଏହି ମାଛକୁ ଦେଖିବା ପାଇଁ ସ୍ଥାନୀୟ ଲୋକ ଏବଂ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା । ୯ ଟି ମାଛକୁ ୧୫ ଲକ୍ଷ ୧୫ ହଜାର ଦୁଇ ଶହ ଟଙ୍କା ମୂଲ୍ୟରେ କଲିକତାର ଏକ କମ୍ପାନୀ କିଣିଥିବା ସୂଚନା ମିଳିଛି ।

Also Read

ପ୍ରକାଶ ଥାଉକି,ଏହି ମାଛ ଔଷଧ ପ୍ରସ୍ତୁତରେ ବ୍ୟବହୃତ ହେଉଥିବା ଦୃଷ୍ଟିରୁ ଏହାର ଯଥେଷ୍ଟ ଚାହିଦା ରହିଛି । ମାତ୍ର ଏହି ତେଲିଆ ଶିଳା ମାଛ ଗଭୀର ସମୁଦ୍ର ରେ କ୍ୱଚିତ ଦେଖିବାକୁ ମିଳିଥାଏ ।

ମାଛର ଓଜନ ଅନୁସାରେ ତାହାର ମୂଲ୍ୟ ନିର୍ଦ୍ଧାରଣ କରାଯାଇଥାଏ । ସେଥି ସକାଶେ ତେଲିଆ ମାଛ ବଜାରରେ ବହୁ ଚଢ଼ା ମୂଲ୍ୟରେ ନିଲାମ ହୋଇଥାଏ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story