Advertisment

ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି କଳା ବାଘ ପରିବାର

ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି କଳା ବାଘ ପରିବାର। ୪ଟି ବିରଳ କଳା ବାଘ ଜଙ୍ଗଲରେ ଏକାଠି ବୁଲୁଥିବା ବନ ବିଭାଗ କ୍ୟାମେରାରେ କଏଦ ହୋଇଛି।

ଅଦ୍ୟତନ ହୋଇଛି
undefined

black tigers

Advertisment

ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି କଳା ବାଘ ପରିବାର। ୪ଟି ବିରଳ କଳା ବାଘ ଜଙ୍ଗଲରେ ଏକାଠି ବୁଲୁଥିବା ବନ ବିଭାଗ କ୍ୟାମେରାରେ କଏଦ ହୋଇଛି।

Advertisment

ବାଘଙ୍କ ପରିବାରର ଭିଡିଓ ସୋସିଆଲ ମିଡିଆ 'ଏକ୍ସ'ରେ ପୋଷ୍ଟ କରି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ। ଓଡ଼ିଶା ଜଙ୍ଗଲରେ ବିରଳ ମେଲାନିଷ୍ଟ ବାଘଙ୍କ ପରିବାରର ଭିଡିଓ ଅତ୍ୟନ୍ତ ରୋଚକ।

ଏକା ଥରକେ ଚାରିଟି ବାଘ ଗୋଟିଏ କ୍ୟାମେରା ଫ୍ରେମରେ କଏଦ ହୋଇଛନ୍ତି। ଏହି ଭିଡିଓଟି ପୋଷ୍ଟ କରି ଏଭଳି ଦୃଶ୍ୟ ବିରଳରୁ ଅତିବିରଳ ବୋଲି ଲେଖିଛନ୍ତି ବନ୍ୟପ୍ରାଣୀ ପିସିସିଏଫ। 

Advertisment

Black Tiger Tiger
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe