ବାରିପଦା ସହରରେ ବୁଲୁଛି କଲରାପତରିଆ ବାଘ। ଖାଦ୍ୟ ଅନ୍ୱେଷଣରେ ଶିମିଳିପାଳ ଅଭୟାରଣ୍ୟରୁ ବାଘଟି ପଳାଇ ଆସି ସହର ମୁହାଁ ହୋଇଥିବା କୁହାଯାଉଛି। ସହରରେ ବାଘ ବୁଲୁଥିବା ଖବର ଶୁଣି ଲୋକେ ଭୟଭୀତ ହୋଇପଡ଼ିଛନ୍ତି।
ଆଜି ସକାଳ ୬ଟା ସମୟରେ ବାରିପଦା ସହର ଭଞ୍ଜପୁର ସ୍ଥିତ ବାଘ ଘର ଗଳି ବୁଢ଼ୀଖମାରିଆ ପ୍ରାଥମିକ ବିଦ୍ୟାଳୟ ନିକଟରେ କୁକୁରମାନେ ଜୋରରେ ଭୁକିଥିଲେ। ଏହି ସମୟରେ ଏକ କଲରାପତରିଆ ବାଘ କୁକୁର ଭୁକିବା ଭୟରେ ପାଚେରି ଡେଇଁ ସ୍କୁଲ ପରିସରରେ ପଶିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନ ବିଭାକୁ ଖବର ଦେଇଥିଲେ।
Also Read
ବନ କର୍ମଚାରୀ ପହଞ୍ଚି ବାଘକୁ ଖୋଜାଖୋଜି ଆରମ୍ଭ କରିଛନ୍ତି। ହେଲେ ବାଘର କୌଣସି ପତ୍ତା ମଳିନାହିଁ। ଏହାସହ ରେସ୍କ୍ୟୁ ଟିମ ଓ ଟ୍ରାଙ୍କୁଲାଇଜ ଟିମ୍ ସହ ଡିଏଫ୍ଓ ପହଞ୍ଚିଛନ୍ତି।
ବାରିପଦା ଡିଏଫଓ ଏ. ଉମା ମହେଶ କହିଛନ୍ତି, ଖବର ପାଇବା ପରେ ବନ ବିଭାଗ ପହଞ୍ଚି ବାଘକୁ ଖୋଜାଖୋଜି କରୁଛନ୍ତି। ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।