ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା। ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ୧ ବର୍ଷ ପାଇଁ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ହଟିଛି।
ଅକ୍ଷୟ ସୁନୀଲ ଅଗ୍ରୱାଲ ସମ୍ବଲପୁର ଜିଲ୍ଲାପାଳ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା ଉପରେ କଟକଣା ଲଗାଇଥିଲା ଜିଲ୍ଲା ପ୍ରଶାସନ। ଏବେ ପରିସ୍ଥିତି ସ୍ୱାଭାବିକ ହୋଇଥିବାରୁ ପୂର୍ବରୁ ଜାରି ହୋଇଥିବା କଟକଣା ଆଉ ରହିବ ନାହିଁ। ଆଜି ଜିଲ୍ଲା ପରିଷଦ ମିଟିଂ ହଲରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ ହୋଇଥିବା ଶାନ୍ତି ଓ ସମନ୍ୱୟ ବୈଠକ ପରେ ଜିଲ୍ଲାପାଳ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
Also Read
ଗତ ବର୍ଷ ହନୁମାନ ଜୟନ୍ତୀ ପାଳନ ଶୋଭାଯାତ୍ରା ସମୟରେ ସହରରେ ଦଙ୍ଗା, ହିଂସାକାଣ୍ଡ, ପୋଡ଼ାଜଳା ଓ ହତ୍ୟାକାଣ୍ଡ ଭଳି ଘଟଣା ଘଟିବା ପରେ ସହର ଅଶାନ୍ତ ହୋଇ ପଡ଼ିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
୩୮ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଜାନୁଆରୀ ୫ ତାରିଖ ଦିନ ସହିଦ ମାଧୋ ସିଂ ଯୋଜନା ଆରମ୍ଭ କରି ସରକାର ତାଙ୍କୁ ଯଥୋଚିତ ସମ୍ମାନଦେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Miscellaneous
ଓଡ଼ିଶାରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି; ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର
ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି।
Miscellaneous
ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍, ରହିଛି ଅତ୍ୟାଧୁନିକ ସୁବିଧା
ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଛି। ଗତ ୨୮ ତାରିଖରେ ଦୁଇଟି ବସ୍ ବାହାରିଥିବା ବେଳେ ସେଥିରୁ ଗୋଟିଏ ବସ୍ ଆଜି ବ୍ରହ୍ମପୁରରେ ପହଞ୍ଚିଛି।
Miscellaneous
ଆଜି ବି ପୁରୀରେ ପ୍ରବଳ ଭିଡ଼, ପିପିଲି ଟୋଲ ଗେଟ୍ରେ ସ୍ଥିତି ଅସମ୍ଭାଳ
ଶ୍ରୀଜିଉଙ୍କ ଦର୍ଶନ ଲାଗି ଗତକିଛି ଦିନ ହେଲା ପୁରୀରେ ଲାଗିଛି ପ୍ରବଳ ଭିଡ଼। ଆଜି ବି ସକାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି।
Miscellaneous
ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ନିଷ୍ପତ୍ତି: ଭିଜିଲାନ୍ସରେ ୪୮ନୂଆ ପଦବୀ, ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି ।