ରାଜଧାନୀ ଭୁବନେଶ୍ୱରରେ ୧୦ ଏକର ଜମିର ମୂଲ୍ୟ ମାତ୍ର ୨୫ ଲକ୍ଷ ଟଙ୍କା। ବିଶ୍ୱାସ ନ ହେଲେ ମଧ୍ୟ ସତ। ଏମିତି ଶାଗ ମାଛ ଦରରେ ରାଜଧାନୀର ମୂଲ୍ୟବାନ ଜମିକୁ କିସ୍ ହାତକୁ ଟେକି ଦେଇଛନ୍ତି ତତ୍କାଳୀନ ବିଜେଡି ସରକାର। ସର୍ତ୍ତ ସବୁ ପୂରଣ ହୋଇନଥିଲେ ମଧ୍ୟ ରେଗୁଲାରାଇଜେସନ୍ ପ୍ରକ୍ରିୟାକୁ ସାରି ଦେଇଥିଲେ। ଏହି ପ୍ରକ୍ରିୟା ଉପରେ ଏବେ ରୋକ ଲଗାଇଛନ୍ତି କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ। ତେବେ ଏଠି ପ୍ରଶ୍ନ ଉଠୁଛି, କାହିଁକି ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା ଏହି ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଇଥିଲେ ବିଜେଡି ସରକାର ଓ ଅଧିକାରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।